ବଜ୍ରପାତ ନେଇ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ୧୮ ଘଂଟା ମଧ୍ୟରେ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ଷା ଓ ବଜ୍ରପାତକୁ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ଜିଲ୍ଲା ଗୁଡିକ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗିର, ନବରଙ୍ଗପୁର, ଦେବଗଡ, କଳାହାଣ୍ଡି, କନ୍ଧମାଳ ଓ ବୈାଦ୍ଧ । ତେଣୁ ସତର୍କ ରହିବାକୁ ଏହି ଜିଲ୍ଲାମାନଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.

4 + ten =