ସୁଶାନ୍ତ ସିଂହ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଲାଗି ବିହାର ସରକାରଙ୍କ ସୁପାରିସ

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପାରିସ କରିଛନ୍ତି ବିହାର ସରକାର । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏ ସମ୍ପର୍କରେ ଘୋଷଣା କରିଛନ୍ତି । ଗତକାଲି ବିଧାନସଭାରେ କିଛି ବିଧାୟକ ଏ ସମ୍ପର୍କରେ ଦାବି କରିଥିଲେ । ସେହିପରି ସୁଶାନ୍ତଙ୍କ ପିତା ମଧ୍ୟ ଏଥିନିମନ୍ତେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ ।

Leave A Reply

Your email address will not be published.

three × two =