୨୦ ଲକ୍ଷ କୋଟି ଟଙ୍କା ପ୍ୟାକେଜର ପୁନର୍ବିଚାର କରାଯାଉ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ- ୨୦ ଲକ୍ଷ କୋଟି ଟଙ୍କା ପ୍ୟାକେଜର ପୁନର୍ବିଚାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ତାଙ୍କ ଉକ୍ତିରେ କହିଛନ୍ତି ଉପବାସରେ ଚାଲି ଚାଲି ଘରକୁ ଯାଉଥିବା ପ୍ରବାସୀ ଶ୍ରମିକ, କୃଷକ, ଛୋଟ ବ୍ୟବସାୟୀ ଏବଂ ଅନ୍ୟାନ୍ୟ ଲୋକମାନଙ୍କର ରୁଣ ନୁହେଁ ଟଙ୍କା ଆବଶ୍ୟକ ।

Leave A Reply

Your email address will not be published.

3 × three =