ଇତିଶ୍ରୀ ମୃତ୍ୟୁ ମାମଲାର ଦେଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ


କୋରାପୁଟ- ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି । ଏନେଇ କୋରାପୁଟ ଜେଲ ଅଧୀକ୍ଷକ ସୂଚନା ଦେଇଛନ୍ତି । ରିବାରରେ ନେତ୍ରାନନ୍ଦଙ୍କ ଦେହ ଖରାପ ହୋଇଥିଲା । ତାଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତି କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ୨୦୧୬ ଏପ୍ରିଲରେ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାକୁ ହତ୍ୟା ଷଡଯନ୍ତ୍ର ଅଭିଯୋଗରେ ରାୟଗଡା ଜିଲ୍ଲା ଓ ଦୌରାଜଜ ଆଜୀବନ କରାଦଣ୍ଡଦେଶ ଶୁଣାଇଥିଲେ ।

Leave A Reply

Your email address will not be published.

nineteen − fifteen =