ଦୁଇ ନିଗମ ଅଧ୍ୟକ୍ଷ କରୋନା ପଜେଟିଭ


ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର ଓ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୋସିଆଲ ମିଡିଆରେ ଉଭୟ ଏନେଇ ସୂଚନା ଦେଇଛନ୍ତି । ଉଭୟଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଅଛି । ଉଭୟ ନିଜ ଘରେ ରହି ଚିକିତ୍ସିତ ହେଉଛନ୍ତି ।
ନିକଟରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଉଭୟ ନିବେଦନ କରିଛନ୍ତି ।

Leave A Reply

Your email address will not be published.

seventeen − 1 =