ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ


ଭୁବନେଶ୍ୱର- ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । କଳା ସହିତ ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ ପାଇବ । ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇସାରିଛି । କରୋନା ମହାମାରୀ ପାଇଁ ଚଳିତ ବର୍ଷ ପରୀକ୍ଷା ଫଳ ବିଳମ୍ବରେ ପ୍ରକାଶ ପାଇଛି ।

Leave A Reply

Your email address will not be published.

8 + six =