କରୋନାରେ ପ୍ରାଣ ହରାଇଲେ ୧୩ ଆକ୍ରାନ୍ତ


ଭୁବନେଶ୍ୱର- ଆଜି ପୁଣି ୧୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, କଟକ ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, କେନ୍ଦୁଝର, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ରହିଛନ୍ତି । ପୂର୍ବରୁ ବିିଭନ୍ନ ରୋଗ ଦ୍ୱରା ଏମାନେ ଆକ୍ରାନ୍ତ ଥିବା ବେଳେ କରୋନାରେ ଏମାନଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.

3 × 3 =