ନୂଆଦିଲ୍ଲୀ- ୟୁଜି ଓ ପିଜି ପରୀକ୍ଷାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ ପୂର୍ଣ୍ଣ ରାୟ । ୟୁଜି ଓ ପିଜି ପରୀକ୍ଷା ହେବ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି । ବିନା ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଉତିର୍ଣ୍ଣ କରିହେବନି । ମହାମାରୀ କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ତାରିଖ ସ୍ଥିର କରିବେ । ୟୁଜିସି ସହ ଆଲୋଚନା କରି ସୁପ୍ରିମକୋର୍ଟ ଏହି ନିଷ୍ପତି ନେଇଛନ୍ତି ।