୩ ଦିନ ପାଇଁ ବରଗଡ ଜିଲ୍ଲାପାଳଙ୍କ ଅଫିସ୍ ବନ୍ଦ


ବରଗଡ- ବରଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜଣେ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ୩ ଦିନ ପାଇଁ କାର୍ଯ୍ୟାଳୟକୁ ସଟଡାଉନ ଘୋଷଣା କରାଯାଇଛି । ଅଜିଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସଟଡାଉନ ବଳବତର ରହିବ । ବରଗଡରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୪୫ରେ ପଂହଚିଥିବା ବେଳେ୯୩୯ ଆରୋଗ୍ୟ ଲାଭ କରିଛନ୍ତି । ଏଯାବତ୍ ୬୯୯ ଆକଟିଭ ମାମଲା ରହିଛି ।

Leave A Reply

Your email address will not be published.

eighteen − ten =