ଆରପାରିରେ ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁ ପ୍ରମୁଖ ଖବର By Nyayabati Live Last updated Sep 7, 2020 150 0 ଭୁବନେଶ୍ୱର- ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ୮୨ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । 0 150 Share