ରାଜ୍ୟସଭା ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ ସିଂ


ଭୁବନେଶ୍ୱର- ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ହରିଂବଶ ନାରାୟଣ ସିଂଙ୍କୁ ନ ସମର୍ଥନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୂର୍ବ ନିର୍ବାଚନରେ ବିଜେଡି ମଧ୍ୟ ବରିବଂଶଙ୍କୁ ସମର୍ଥନ କରିଥିଲେ । ଆଜି ପୁଣି ଥରେ ବିହାର ମୁଖ୍ୟମନ୍ତ୍ରୀ ନିତୀଶ କୁମାର ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ । ପୂର୍ବରୁ ସେପ୍ଟେମ୍ବର ୧୦ ତାରିଖରେ ମଧ୍ୟ ନିତୀଶ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ ।

Leave A Reply

Your email address will not be published.

7 + six =