ରାଜଧାନୀରୁ ୩୪୨ ନୂଆ ଆକ୍ରାନ୍ତ


ଭୁବନେଶ୍ୱର- ରାଜଧାନୀ ଭୁବନେଶ୍ୱରରୁ ୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୧୧୧ ଜଣ ହୋଇଥିବା ବେଳେ ୨୩୧ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବିଏମସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୁବନେଶ୍ୱରରେ ଏଯାବତ୍ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ୧୯୭ରେ ପଂହଚିଥିବା ବେଳେ ୩ ହଜାର ୫୯୫ ସକ୍ରିୟ ମାମଲା ରହିଛି ଓ ୧୭ ହଜାର ୪୯୭ ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.

three × 3 =