ରାଉରକେଲା ମହାନଗର ନିଗମକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଗୁଣାତ୍ମକ ପରିଚାଳନା ବ୍ୟବସ୍ଥା ପାଇଁ ରାଉରକେଲାର ୬ଟି ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସ୍ଓ ୯୦୦୧-୨୦୧୫ ପ୍ରମାଣପତ୍ର ମିଳିଥିବାରୁ ରାଉରକେଲା ମହାନଗର ନିଗମକୁ ପ୍ରଶଂସା କରିଛନ୍ତି । କୋଭିଡ-୧୯ ଆହ୍ୱାନ ସତ୍ୱେ ଏହି ପରିବର୍ତନକାରୀ ଉଦ୍ୟମ ତୃଣମୂଳସ୍ତରେ ଗୁଣାତ୍ମାକ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବ ବୋଲି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Leave A Reply

Your email address will not be published.

2 + 16 =