ସୁପ୍ରିମକୋର୍ଟରେ ପରୀ ହତ୍ୟା ମାମଲା

ନୂଆଦିଲ୍ଲୀ : ନୟାଗଡ ଯଦୁପୁରରେ ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲା ଏବେ ସୁପ୍ରିମ କୋର୍ଟରେ ପହଂଚିଛି । ପରୀର ମାଆ ସୌଦାମିନୀ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ପରୀ ହତ୍ୟା ଘଟଣାର ତଦନ୍ତ ଦାବି ଏବଂ ଉଚିତ ନ୍ୟାୟ ଦାବିରେ ସେ ସୁପ୍ରିମକୋର୍ଟରେ ମାମଲା ଦାରଜ କରିଛନ୍ତି । ରାଜ୍ୟ ସରକାର ଏସଆଇଟି ଗଠନ କରି ପରୀ ହତ୍ୟା ଘଟଣାର ତଦନ୍ତ ପାଇଁ ସୁପ୍ରିମ କୋର୍ଟରେ ମାମଲା ଦାଖଲ କରାଯାଇଛି ।

Leave A Reply

Your email address will not be published.

3 + 6 =