ସପ୍ତାହକୁ ଦୁଇ ଦିନ ସଟଡାଉନ

ଭୁବନେଶ୍ୱର- ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟଡାଉନ ଘୋଷଣା କରିଛି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ।ପୁରୀ, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ବଲାଙ୍ଗି ରେ ପ୍ରତି ସପ୍ତାହର ଶନିବାର ଓ ରବିବାର ସଟଡାଉନ କରାଯିବ । ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତିତ ଅନ୍ୟ କୌଣସି ଦୋକାନ ଖୋଲାଯିବ ନାହିଁ । ଅଫିସ ମଧ୍ୟ ବନ୍ଦ ରିହିବ । ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତି ନିଆଯାଇଛି ।

Leave A Reply

Your email address will not be published.

16 − two =