ଇମ୍ରାନଙ୍କ ବିମାନଙ୍କୁ ଭାରତର ଅନୁମତି

ନୂଆଦିଲ୍ଲୀ: ଭାରତୀୟ ବାୟୁ ସୀମାରେ ପାକିସ୍ତାନ ବିମାନକୁ ଉଡାଣ ଲାଗି କେନ୍ଦ୍ରସରକାର ଅନୁମତି ପ୍ରଦାନ କରିଛନ୍ତି । ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଭାରତୀୟ ବାୟୁସୀମା ଦେଇ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ କାଁଙ୍କ ବିମାନ ଉଡ଼ିବା ଲାଗି ଅନୁମତି ପାକିସ୍ତାନ ଅନୁମତି ମାଗିଥିଲା । ତେବେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଳୟ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି । ୨୦୧୯ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନକୁ ପାକିସ୍ତାନ ବାୟୁସୀମାରେ ଉଡ଼ାଣ ଲାଗି ଅନୁମତି ଦେଇନଥିଲେ ।

Leave A Reply

Your email address will not be published.

two × 5 =