କରୋନା ମୃତ୍ୟୁ ସଂଖ୍ୟା ୧୦ କୁ ବୃଦ୍ଧି

ଭୁବନେଶ୍ୱର- ଶୁକ୍ରବାର ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।ମୃତକ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୧୦ରେ ପଂହଚିଛି ।

Leave A Reply

Your email address will not be published.

18 + 11 =