କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର-କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ମୃତକଙ୍କ ବୟସ ୬୦ ବର୍ଷ । ତାଙ୍କ ଘର ପୁରୀ ଜିଲ୍ଲା । ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଦୀର୍ଘ ଦିନ ଧରି ଶ୍ୱାସଜନିତ ରୋଗରେ ପୀଡିତ ଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । ଏଥି ସହିତ ରାଜ୍ୟରେ କୋଭିଡ-୧୯ ମୃତ୍ୟୁ ସଂଖ୍ୟା ୧୨ରେ ପଂହଚିଛି ।

Leave A Reply

Your email address will not be published.

17 − 15 =