ମେ ୧୧ ପର୍ଯ୍ୟନ୍ତ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର- ମେ୧୧ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଲାଗିରହିବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ଘଡଘଡି ଓ ବଜ୍ରପାତ ସମ୍ଭାବନା ରହିଛି ।କେତେକ ସ୍ଥାନରେ ଘଂଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୯ ତାରିଖ ବେଳକୁ ଉତର ଓ ଉପକୂଳ ଓଡିଶାର କତେକ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆଂଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା ସ୍ଥିର ରହିବ ।

Leave A Reply

Your email address will not be published.

10 + 12 =