ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ

ଭୁବନେଶ୍ୱର- ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ବୃଦ୍ଧଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେ ପୂର୍ବରୁ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡିତ ଥିଲେ । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮ରେ ପଂହଚିଥିବା ବେଳେ ଗଞ୍ଜାମରେ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

nineteen − 1 =