କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର- ରାଜ୍ୟରେ ପୁଣି ଆଉ ୨ ଜଣ କରୋନାରେ ଆଖି ବୁଜିଛନ୍ତି । ମୃତକ ଦ୍ୱୟ ଗଞ୍ଜାମ ଜିଲ୍ଲାର । ସେମାନଙ୍କ ବୟସ ଯଥାକ୍ରମେ ୫୧ ଓ ୩୪ ବର୍ଷ ବୟସ । ପୂର୍ବରୁୁ ସେମାନେ ବିଭିନ୍ନ ରୋଗରେ ପୀଡିତ ଥିଲେ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛନ୍ତି । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮ରେ ପଂହଚିଥିବା ବେଳେ ରାଜ୍ୟରେ ଏହି ସଂଖ୍ୟା ୭୯କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.

3 + eighteen =