ପାଇଲଟଙ୍କୁ ୨୪ ପର୍ଯ୍ୟନ୍ତ ଆଶ୍ୱସ୍ତି

ନୂଆଦିଲ୍ଲୀ: ରାଜସ୍ଥାନରେ ଜାରି ରହିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ରାଜସ୍ଥାନ ହାଇକୋର୍ଟ ମଙ୍ଗଳବାର ସଚିନ ପାଇଲଟ୍ ଏବଂ ତାଙ୍କ ସମର୍ଥକ ୧୮ ବିଧାୟକଙ୍କୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଆଶ୍ୱସ୍ତି ଦେଇଛନ୍ତି । ଏହି ସମୟ ମଧ୍ୟରେ ବାଚସ୍ପତି ସି.ପି ଜୋଶୀ ପାଇଲଟ୍ ଏବଂ ତାଙ୍କ ସମର୍ଥକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେବାକୁ ନିର୍ଦେଶ ଦେଇଛନ୍ତି । ଏହା ସହିତ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି ।

Leave A Reply

Your email address will not be published.

five × one =