ରାଜ୍ୟରରେ କରୋନା ନେଲା ୧୦ ମୁଣ୍ଡ


ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାରେ ୧୦ ଜଣଙ୍କ ମୁଣ୍ଡ ନେଇଛି କେରାନା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩, ପୁରୀ, ବାଲେଶ୍ୱର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି । ସେମାନେ ପୂର୍ବରୁ ବିିିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ହୋଇଛି । ଏଯାବତ୍ ରାଜ୍ୟରେ ମୃତ୍ୟ ସଂଖ୍ୟା ୨୯୬କୁ ବୃଦ୍ଧି ପାଇଛି ।

Comments (0)
Add Comment