ଭୁବନେଶ୍ୱର : ରାଜ୍ୟରେ ୧୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୫୭୬ ହେଉଛି ଲୋକାଲ୍ କେସ୍।