ଭୁବନେଶ୍ୱର- ଓଡିଶାରେ ସକ୍ରିୟ ହେଉଛି ଆଉ ଏକ ଲଘୁଚାପ । ଆଜି ଉପୂକଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱା ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । କେରାପୁଟ, ନୂଆପଡା, ବରଗଡ, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ ତାରିଖ ବେଳକୁ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆସନ୍ତା ୧୯ରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋବର ସମ୍ଭାବନା ରହିଛି ।