ଜାମ୍ମୁରେ ପୁଣି ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପୁଣି ଜଣେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ସମ୍ପୃକ୍ତ କାର୍ଯ୍ୟକର୍ତ୍ତା ଗୁରୁତର ଆହତ ହୋଇଛନ୍ତି। କାଶ୍ମୀର ବିଭିନ୍ନ ପ୍ରାନ୍ତରେ ବିଜେପି ନେତାମାନଙ୍କ ଉପରେ ବାରମ୍ବାର ଆତଙ୍କବାଦୀମାନେ ଆକ୍ରମଣ କରୁଥିବାରୁ ରାଜନୈତିକ ମହଲରେ ଭୟର ବାତାବରଣ ଖେଳିଯାଇଛି। ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପୁଣି ଜଣେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ସମ୍ପୃକ୍ତ କାର୍ଯ୍ୟକର୍ତ୍ତା ଗୁରୁତର ଆହତ ହୋଇଛନ୍ତି। କାଶ୍ମୀର ବିଭିନ୍ନ ପ୍ରାନ୍ତରେ ବିଜେପି ନେତାମାନଙ୍କ ଉପରେ ବାରମ୍ବାର ଆତଙ୍କବାଦୀମାନେ ଆକ୍ରମଣ କରୁଥିବାରୁ ରାଜନୈତିକ ମହଲରେ ଭୟର ବାତାବରଣ ଖେଳିଯାଇଛି।

Comments (0)
Add Comment