ଦେଶରେ ଗୋଟିଏ ଦିନରେ ୬୯,୮୭୮ ନୂଆ କରୋନା ଆକ୍ରାନ୍ତ


ନୂଆଦିଲ୍ଲୀ- ଦେଶରେ ଗୋଟିଏ ଦିନରେ ନୂଆ ୬୯,୮୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯,୭୫,୭୦୧ରେ ପଂହଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ଏଯାବତ୍ ୬୩,୬୩୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ସୁସ୍ଥତା ହାର ୭୪.୬୯ ପ୍ରତିଶତ ରହିଛି ।

Comments (0)
Add Comment