ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ଵର : କରୋନା କଟକଣା ମଧ୍ୟରେ ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ନବୀନ ନିବାସରୁ ଏବଂ ଲୋକସେବା ଭବନରୁ ୬ ବିଧାୟକ ବୈଠକରେ ଭାଗ ନେଇଛନ୍ତି ।

Comments (0)
Add Comment