ଭୁବନେଶ୍ୱର- ସାଂସଦ ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଦାଖଲ କରିଥିବା ଛାଡପତ୍ର ପିଟିସନକୁ ଓଡିଶା ସ୍ଥାନାନ୍ତର କରିବା ପାଇଁ ହାଇକୋର୍ଟ ଯାଇପାରନ୍ତ ପତ୍ନୀ ବର୍ଷା ପ୍ରିୟଦର୍ଶନୀ । ଏନେଇ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି ।