ଗୋଆ ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ


ପଞ୍ଜାବ- ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ଶାସ୍ୱନ୍ତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି । ସେ ଏବେ ହୋମ ଆଇସୋଲେସନରେ ଅଛନ୍ତି, ଓ ଘରେ ରହି ଅଫିସ କାମ କରୁଛନ୍ତି ବୋଲି କହିଛନ୍ତି । ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ହୋମ ଆଇସୋଲେସନରେ ରହିବାକୁ ନିବେଦନ କରିଛନ୍ତି ।

Comments (0)
Add Comment