ବାରଙ୍ଗ : ମୁଣ୍ଡଳୀସ୍ଥିତ ୩ୟ ବାହିନୀ ଏନଡିଆରଏଫର ୫ଟି ଟିମ ଗୁଜୁରାଟର ସାମୁଦ୍ରିକ ବାତ୍ୟାର ମୁକାବିଲା ନିମନ୍ତେ ଶନିବାର ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦରୁ ଯାତ୍ରା କରିଛନ୍ତି ।ଏନଡିଆରଏଫର ସିନିୟର କମାଣ୍ଡାଣ୍ଟ ଜାକବକିସ ପୋଟାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଡେପୁଟି କମାଣ୍ଡାଣ୍ଟଶ୍ରୀବର୍ଦ୍ଧମାନ ମିଶ୍ରଙ୍କ ନେତୃତ୍ୱରେ ଏହି ୫ଗୋଟି ଦଳରେ ୨୧୫ଜଣ ଜବାନ ଅଛନ୍ତି ।ସେମାନେ ଉଦ୍ଧାର କାର୍ଯ୍ୟ ସାମଗ୍ରୀ ଧରି ଯାଇଛନ୍ତି ।