ମାସ୍କ ନଥିବାରୁ ୩୬ ଗଣିଲେ ତଣ୍ଡ

କଟକ– କଟକରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ୍-୧୯ ଗାଇଡ୍ଲାଇନ୍ ଉଲ୍ଲଂଘନ ଅନୁଯାୟୀ ୩୬ ଜଣଙ୍କ ଠାରୁ ମାସ୍କ ନପିନ୍ଧିବା ପାଇଁ ଜୋରିମାନା ଆଦାୟ କରାଯାଇଛି । ସେହିପରି ୧୧୪ ଜଣ ସାମାଜିକ ଦୂରତା ନରଖିବା ବ୍ୟକ୍ତିଙ୍କ ଠାରୁ ମଧ୍ୟ ଜୋରିମାନା ଆଦାୟ କରାଯାଇଛି ବୋଲି କଟକ ଡିସିପି ଅଫିସ୍ରୁ ଟୁଇଟ୍ ଦ୍ୱାରା ସୂଚନା ଦିଆଯାଇଛି ।

Comments (0)
Add Comment