ଅଫିମ ଚାଷ କରୁଥୁବା ୪ ଅଭିଯୁକ୍ତ ଙ୍କୁ ଗିରଫ କଲା ପୋଲିସ
ଯୋଡା : ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ ହାଟିଂ ସୁନାନଦୀ ଅବବାହିକାରେ ଥିବା ଏକ ପରିତ୍ୟକ୍ତ ଦୁର୍ଗମ ବନାଞ୍ଚଳରେ ପ୍ରାୟ ୨ ଏକର ପରିମିତ ଜମିରେ କରାଯାଇଥିବା ଅଫିମ ଚାଷ ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତ ଙ୍କୁ ଗିରଫ କରିଛି । ଅଭିଯୁକ୍ତ ମାନେ!-->…