୩୫୨ଟି ବଜ୍ରକାପ୍ତା କାତି ଜବତ କରିଛି ବନ ବିଭାଗ!
ମାଲକାନଗିରି: ବନ ବିଭାଗକୁ ମିଳିଛି ବଡ ସଫଳତା । ୩୫୨ ଟି ବଜ୍ରକାପ୍ତା କାତି ଜବତ କରିଛି ମାଲକାନଗିରି ବନ ବିଭାଗ । ଯାହାର ଓଜନ ପ୍ରାୟ ୨ କିଲୋଗ୍ରାମ ହେବ ବୋଲି ଜଣାପଡ଼ିଛି। ଏହି ଘଟଣାରେ ୬ ଜଣ ଅଭିଯୁକ୍ତ ଚୋରା ଚାଲାଣ କାରୀଙ୍କୁ ଗିରଫ କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣ ବାହାର!-->!-->!-->…