ୟୁଟ୍ୟୁବ୍ରେ ପଢ଼ିବେ ଯୁକ୍ତ୨ ପିଲା
ଭୁବନେଶ୍ୱର: ପ୍ରାଥମିକ, ମାଧ୍ୟମିକ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଛାତ୍ରଛାତ୍ରୀଙ୍କୁ ୟୁଟ୍ୟୁବ୍ରେ ପଢ଼ାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତି ଗ୍ରହଣ କରିଛନ୍ତି । ପ୍ରାଥମିକ ପର୍ଯ୍ୟାୟରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ!-->…