ଦେଶରେ ୩୭,୫୬୬ ପଜିଟିଭ,୯୦୭ ମୃତ
ନୂଆଦିଲ୍ଲୀ,: ଦେଶରେ ଗତ ୨୪ ଘଂଟା ମଧ୍ୟରେ ୩୭,୫୬୬ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିଭଳି ଗୋଟିଏ ଦିନରେ ୫୬.୯୯୪ ଜଣ କରୋନାରୁ ଆରୋଗ୍ୟଲାଭ କରିଛନ୍ତି । ଗୋଟିଏ ଦିନରେ ୯୦୭ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ!-->…