ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ: ଟିକା ନନେଲେ ଦୋକାନ ଖୋଲିବା ମନା
ବ୍ରହ୍ମପୁର: ଜିଲ୍ଲାରେ ଟିକାକରଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଗଞ୍ଜାମ ଜିଲ୍ଳାପାଳ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି । ତାଲାବନ୍ଦ କଟକଣା ମଧ୍ୟରେ ଯେତିକି ବ୍ୟବସାୟ ପ୍ରତିଷ୍ଠାନ ଖୋଲୁଛି, ସେମାନଙ୍କ ପାଇଁ ଟିକା ନେବା ବାଧ୍ୟତାମୂଳକ କରାଯାଇଛି । ଟିକା ନନେଲେ ଦୋକାନ ଖୋଲିବାକୁ!-->…