ଜମି ଜଙ୍ଗଲ ମୁକ୍ତି ଆନ୍ଦୋଳନର ଜିଲ୍ଲାସ୍ତରୀୟ ବୈଠକ
ନୂଆପଡ଼ା : ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସ୍ଥିତ ପାତାଳଗଙ୍ଗା ଠାରେ ଜମି ଜଙ୍ଗଲ ମୁକ୍ତି ଆନ୍ଦୋଳନର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଜମି ଜଙ୍ଗଲ ମୁକ୍ତି ଆନ୍ଦୋଳନ କମିଟିର ଜିଲ୍ଲା ଆବାହକ ମେଘନାଦ ଖର୍ସେଲଙ୍କ ନେତୃତ୍ୱ ରେ ବିଭିନ୍ନ ବିଷୟ ରେ ଆଲୋଚନା କରଯାଇଥିଲା।!-->…