ରାଜ୍ୟରେ ୩୮୦୬ ପଜିଟିଭ : ୩୭ ମୃତ
ଭୁବନେଶ୍ୱର: ରାଜ୍ୟରେ ଆଜି ୩ ହଜାର ୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୬୩୪ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୋଳରୁ ୧୭୫, ବାଲେଶ୍ୱରରୁ ୨୨୦, ବରଗଡରୁ!-->…