ଦେଶରେ ଶିଶୁମାନଙ୍କୁ ଦିଆଯିବ ଫାଇଜର ଟିକା
ନୂଆଦିଲ୍ଳୀ: ଦେଶରେ କରୋନାର ଦ୍ୱିତୀୟ ଲହର ଏବେ କମୁଥିବା ଦେଖିବାକୁ ମିଳିଛି । ହେଲେ ବିଶେଷଜ୍ଞମାନେ ତୃତୀୟ ଲହରକୁ ନେଇ ଚେତାବନୀ ଦେଇସାରିଲେଣି । ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ଏଭଳି ସ୍ଥଳେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା!-->…