ଶ୍ରୀମନ୍ଦିରରେ ଦର୍ଶନ ଜୁନ୍ ୧୫ ପର୍ଯ୍ୟନ୍ତ ମନା
ପୁରୀ: ପୁଣି ବଢ଼ିଲା ଶ୍ରୀମନ୍ଦିର ଦର୍ଶନ କଟକଣା । ଜୁନ୍ ୧୫ ତାରିଖ ଯାଏଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଅବଧି ବଢ଼ିଲା କୋଭିଡ ସ୍ଥିତିକୁ ନେଇ ସମୀକ୍ଷା ବୈଠକରେ ଏହି ନିଷ୍ପତି ହୋଇଛି । ସୀମିତ ସେବାୟତଙ୍କୁ ନେଇ ଶ୍ରୀଜିଉଙ୍କ!-->…