ଜିଲ୍ଲା ସ୍ତରୀୟ ଧାନ କ୍ରୟ ମଣ୍ଡିର ଶୁଭ ଉଦଘାଟନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ମୁଖ୍ୟ ବଜାର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ଖରିଫ୨୦୨୩-୨୪ ଧାନ କ୍ରୟ ମଣ୍ଡିକୁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ!-->…