ଏସସିବିରେ ଆହୁରି ବଢିବ ୧୦୦ ବେଡ୍
ଭୁବନେଶ୍ୱର: କଟକ ସ୍ଥିତ ଶ୍ରୀରାମ ଚନ୍ଦ୍ର ଭଂଜ ମେଡିକାଲ କଲେଜରେ ଆଗାମୀ ଦିନରେ ଆହୁରି ୧୦୦ ବେଡ ବଢ଼ିବ । ଏଥିରେ ୪୧ଟି ଆଇସିୟୁ ବେଡ ଓ ୪୦ଟି ଏଚ୍ଡିୟୁ ରହିବ । ଏସ୍ସିବିକୁ ମିଶାଇ କଟକରେ ଏବେ ୧୨ ଶହ ବେଡ, ୩୦୦ ଆଇସିୟୁ ଅଛି । ଏହାସହ ହେଲପ ଲାଇନ୍ ନମ୍ବର ମଧ୍ୟ ଜାରି କରାଯାଇଛି । କୋଭିଡ!-->…