୮ଟି ସହରକୁ ରେଳ ଚଳାଚଳ ବାତିଲ
ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ରେଳବାଇ ୮ଟି ସହରକୁ ରେଳଚଳାଚଳ ବାତିଲ କରିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଳ ଚଳାଚଳ ବନ୍ଦ ରହିବ ବୋଲି କୁହାଯାଇଛି । ସେହିପରି ଯାତ୍ରୀ ନ ହେବାରୁ ପୂର୍ବତଟ ରେଳପଥ ପକ୍ଷରୁ ଆଉ ୪ଟି ଦୈନିକ ସ୍ୱତନ୍ତ୍ର ଟ୍ରେନ୍ ବାତିଲ୍ ହୋଇଛି ।!-->…