୫୦,୦୦୦ହଜାର କୋଟି ଟଙ୍କାର କୋଭିଡ୍ ଋଣ ଦେବ ଆରବିଆଇ
ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଜନିତ ଗୁରୁତର ସ୍ୱାସ୍ଥ୍ୟ ସଙ୍କଟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଅକେତେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପଦକ୍ଷେପ ସହ ୫୦ହଜାର କୋଟି ଟଙ୍କାର କୋଭିଡ୍ ଋଣ ଦେବାକୁ ଘୋଷଣା କରିଛି । ରିଜର୍ଭ ବ୍ୟାଙ୍କ!-->…