ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ୨ମାସର ଅତିରିକ୍ତ ଚାଉଳ
ଭୁବନେଶ୍ୱର: କୋଭିଡ଼ ର ଦ୍ୱିତୀୟ ଲହର ଜନିତ ପରିସ୍ଥିତି କୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମଇ ମାସରୁ ଅତିରିକ୍ତ ପାଂଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଧଶ ଦେଇଛନ୍ତି । ମଇ ଓ ଜୁନ ଦୁଇ ମାସ ପାଇଁ!-->…