ପଶ୍ଚିମବଙ୍ଗରେ ଦିଦିଙ୍କ ହ୍ୟାଟ୍ରିକ୍
ନୂଆଦିଲ୍ଳୀ: ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମ୍ସି) କ୍ରମାଗତ ୩ୟ ଥର ପାଇଁ ବାଜିମାତ୍ କରିଛି । ଫଳରେ ବିଜେପିର ଆଶା ଧୂଳିସାତ ହୋଇଯାଇଛି । ଚୂଡାନ୍ତ ନିର୍ବାଚନ ଫଳାଫଳ ଘୋଷିତ ହୋଇନଥିଲେ!-->…