କୋଭିଡ୍ ଡ୍ୟୁଟିରେ ସାମିଲ୍ ହେବେ MBBS ଶେଷ ବର୍ଷ ଛାତ୍ରଛାତ୍ରୀ
ନୂଆଦିଲ୍ଲୀ: କୋଭିଡ୍ ଡ୍ୟୁଟିରେ ସାମିଲ୍ ହେବେ MBBS ଶେଷ ବର୍ଷ ଛାତ୍ରଛାତ୍ରୀ। ନର୍ସିଂ ଛାତ୍ରଛାତ୍ରୀଙ୍କୁ ମଧ୍ୟ କୋଭିଡ୍ ଡ୍ୟୁଟିରେ ସାମିଲ କରାଯିବ ବୋଲି ସୂଚନା ମିଳିଛି। ନିୟୋଜିତ ଛାତ୍ରଛାତ୍ରୀଙ୍କୁ ସରକାରୀ ନିଯୁକ୍ତିରେ ଅଗ୍ରାଧିକାର ସହ ମିଳିବ ପ୍ରୋତ୍ସାହନ ରାଶି। ତେବେ !-->…