ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ
ଭୁବନେଶ୍ୱର: କୋଭିଡ ରୋଗର ଚିକିତ୍ସାରେ ଅକ୍ସିଜେନର ଗୁରୁତ୍ୱ ସବୁଠାରୁ ଅଧିକ । ତେଣୁ ଅକ୍ସିଜେନ ଯୋଗାଣ ଯେପରି ସୁବ୍ୟବସ୍ଥିତ ଭାବରେ ଜାରି ରହିବ, ତାହାର ତଦାରଖ କରିବା ସହିତ ଠିକ୍ ସମୟରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ଯେପରି ରୋଗୀ ପାଖରେ ପହଂଚି ପାରିବ, ସେଥିପ୍ରତି ଯନôବାନ ହେବା!-->…