ହୋଲ୍ଡିଂ ଓ ପ୍ରପର୍ଟି ଟ୍ୟାକ୍ସ ଆଇନ୍ସିଦ୍ଧ ନୁହେଁ: କଂଗ୍ରେସ
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଆଦାୟ କରାଯାଉଥିବା ବର୍ଦ୍ଧିତ ସଂପତି କର ଆଇନ୍ସିଦ୍ଧ ନୁହେଁ ବୋଲି ଓଡିଶା ଉଚ୍ଚ ନ୍ୟାୟାଳୟ ରାୟ ଦେଇଛନ୍ତି । ଏହି ବର୍ଦ୍ଧିତ କର ଓଡିଶା ମ୍ୟୁନସିପାଲ୍ କର୍ପୋରେସନ ଆକ୍ଟ ୨୦୦୩ ର ନିୟମ ବିରୁଦ୍ଧାଚରଣ କରିବା ସହିତ ଧାରା ୬୯୪ (୩) କୁ!-->…